www.samajalive.in
Friday, December 5, 2025
27.1 C
Bhubaneswar

ଆଜି ପବିତ୍ର ଗଣେଶ ଚତୁର୍ଥୀ: ସବୁଠି ଅଗ୍ରପୂଜ୍ୟଙ୍କୁ ଆରାଧନା

ଭୁବନେଶ୍ଵର: ଆଜି ଭାଦ୍ରବ ଶୁକ୍ଳପକ୍ଷ ଚତୁର୍ଥୀ। ଆଜି ପବିତ୍ର ଗଣେଶ ପୂଜା। ଗଜାନନଙ୍କ ପୂଜା ପାଇଁ ଗାଁଠୁ ସହ ସବୁଠି ଉତ୍ସାହ ଉଦ୍ଦିପନା। ଶିକ୍ଷାନୁଷ୍ଠାନ, ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ ଏପରିକି ସାହି ଗଳିରେ ବ୍ୟାପକ ଆୟୋଜନ କରାଯାଇଛି। କେଉଁଠି ସକାଳୁ ସକାଳୁ ପୂଜା ଆରମ୍ଭ ହୋଇଗଲାଣି ତ ଆଉ କେଉଁଠି ପୂଜା ଲାଗି ପ୍ରସ୍ତୁତି ଚାଲିଛି। ଖୋର୍ଦ୍ଧା ଜିଲ୍ଲାର ଜଟଣୀ ସହର ଗଣେଶ ପୂଜା ପାଇଁ ବେଶ୍ ପ୍ରସିଦ୍ଧ। ଏଠାରେ ୨୦୦ରୁ ଅଧିକ ମଣ୍ଡପରେ ପୂଜା ପାଉଛନ୍ତି ପ୍ରଭୂ ଗଜାନନ। ଚଳିତବର୍ଷ ୧୩ ଦିନ ଧରି ଚାଲିବ ଗଣେଶ ପୂଜା। ରାଜଧାନୀ ଭୁବନେଶ୍ଵର, କଟକ ଏବଂ ରାଉରକେଲାରେ ମଧ୍ୟ ସୁନ୍ଦର ଆଲୋକମାଳା ସାଙ୍ଗକୁ ଚିତାକର୍ଷକ ସାଜସଜ୍ଜା ଓ ବିଶାଳ ମୂର୍ତ୍ତି କରାଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories