www.samajalive.in
Wednesday, November 12, 2025
17.1 C
Bhubaneswar

ବାରାଣସୀରେ ୫ ପର୍ଯ୍ୟନ୍ତ ଗଙ୍ଗା ଆଳତି ସ୍ଥଗିତ

ବାରାଣସୀ : ମହାକୁମ୍ଭରେ ଦଳାଚକଟା ଘଟଣା ପରେ ବାରାଣସୀର ଦଶାଶ୍ବମେଧ ସମେତ ବିଭିନ୍ନ ଘାଟରେ ଅନୁଷ୍ଠିତ ହେଉଥିବା ଗଙ୍ଗା ଆଳତି କାର୍ଯ୍ୟକ୍ରମକୁ ଆସନ୍ତା ୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଗଙ୍ଗା ଆଳତି ଦେଖିବାରୁ ପ୍ରତ୍ୟହ ସନ୍ଧ୍ୟାରେ ଗଙ୍ଗାକୂଳରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ତେଣୁ ଦଳାଚକଟା ସ୍ଥିତି ଏଡାଇବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ବାରାଣସୀ ପୁଲିସ କମିସନର କହିଛନ୍ତି। ପ୍ରଶାସନକୁ ଏହି ପ୍ରସଙ୍ଗରେ ସହଯୋଗ କରିବାକୁ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରାଯାଇଛି।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories