www.samajalive.in
Monday, December 15, 2025
15.1 C
Bhubaneswar

ଗଙ୍ଗାଧର ମେହେର କବିତା ଆବୃତି ଓ ବକ୍ତୃତା ପ୍ରତିଯୋଗିତା

ସମ୍ବଲପୁର: ଓଡିଶା ସାଂସ୍କୃତିକ ସମାଜ ଭବନଠାରେ ରବିବାର ଗଙ୍ଗାଧର ମେହେର ଜୟନ୍ତୀ ଉପଲକ୍ଷେ ସ୍କୁଲ ତଥା କଲେଜ ସ୍ତରୀୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଗଙ୍ଗାଧର ମେହେର କବିତା ଆବୃତି ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ଜିଲାସ୍ତରୀୟ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ଓଡ଼ିଶା ସାଂସ୍କୃତିକ ସମାଜ ପକ୍ଷରୁ ଏହାର ସଭାପତି ଡ଼. ପରେଶ ଦାନୀ ଓ ସମ୍ପାଦକ ଦୀନବନ୍ଧୁ ପଣ୍ଡାଙ୍କ ସମେତ ସବୁ ସଭ୍ୟ ସଭ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉପଲକ୍ଷେ ପୁରସ୍କାର ପ୍ରଦାନ କରାଯିବ ବୋଲି ସୁଚନା ଦିଆଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories