www.samajalive.in
Friday, December 5, 2025
20.1 C
Bhubaneswar

ଗଞ୍ଜେଇ ଚାଲାଣକୁ ବିଫଳ କଲା ଫିରିଙ୍ଗିଆ ପୁଲିସ

ଗଞ୍ଜାମ: ଏକ ଅଭିନବ ବେଆଇନ ଗଞ୍ଜେଇ ଚାଲଣକୁ ଫିରିଙ୍ଗିଆ ପୁଲିସ ବିଫଳ କରିଛି । କୌଣସି ସୁତ୍ରରୁ ଖବର ପାଇ ଫିରିଙ୍ଗିଆ ଆଇଆଇସି ଧୀରେନ ବେହେରା  ଚଢ଼ାଉ କରି ୩ଟି ଗଞ୍ଜେଇ ବୋଝେଇ କାର ଜବତ କରିଛି । ଜବତ କାରରୁ ୨୦୮ କୁଇଣ୍ଟାଲ ଗଞ୍ଜାଇ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ଗଞ୍ଜେଇ ଚାଲଣ ଅଭିଯୋଗରେ ପୁଲିସ ୫ ଜଣକୁ ଗିରଫ କରିଛି । ଗିରଫଙ୍କ ମଧ୍ୟରୁ ୪ ଜଣ  ଛତିଶଗଡ଼ର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏନେଇ ପୁଲିସ ଅଧିକ ଖୋଳତାଡ୍ ଆରମ୍ଭ କରିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories