କଟକ : କଟକରୁ ୪୩ କିଲୋର ଗଞ୍ଜେଇ ଜବତ ହୋଇଛି। ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ବାଡ ଚଢାଉ କରି ଏହି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସଂପୃକ୍ତ ୨ଜଣଙ୍କୁ ଅଟକ ମଧ୍ୟ ରଖାଯାଇଛି। ଗଞ୍ଜେଇ ସବୁ ଗଜପତିରୁ ଗୁଜୁରାଟ ଚାଲାଣ ହେଉଥିବା ଜଣାପଡିଛି। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଜଣଙ୍କୁ ଖୋଜିବାକୁ ତଦନ୍ତ ଆରମ୍ଭ କରାଯାଇଛି।
Popular Categories



