www.samajalive.in
Sunday, December 14, 2025
17.1 C
Bhubaneswar

୮୩ହଜାର ଗଞ୍ଜେଇ ଗଛ ନଷ୍ଟ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ନୂଆପଡା ଗ୍ରାମ ନିକଟସ୍ଥ ପୋଢ଼ହଳ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ୮୩ ଏକର ଜମିରେ  ଚାଷ ହୋଇଥବା ୮୩ ହଜାର ଗଞ୍ଜେଇ ଗଛ ସୋମବାର ଅବକାରୀ ବିଭାଗ କାଟି ନଷ୍ଟ କରିଛି । ଯାହାର ଆନୁମାନିକ ମୂଲ୍ୟ ୮ କୋଟି ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି । ଆଜି ଗଞ୍ଜେଇ ଗଛ କଟା ସମୟରେ ସେଠାରେ ହରଭଙ୍ଗା ଅତିରିକ୍ତ ତହସିଲଦାର ହରିଓମ ଭୋଇ, ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ସହିତ ଅବକାରୀ ବିଭାଗ କର୍ମଚାରୀ ଉପସ୍ଥିତ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories