www.samajalive.in
Sunday, December 14, 2025
18.1 C
Bhubaneswar

ଗଞ୍ଜେଇ ମାଫିଆକୁ ଧରିଲା ନର୍ଲା ପୁଲିସ

ନର୍ଲା : ନର୍ଲା ପୁଲିସ ଜଣେ ଗଞ୍ଜେଇ ମାଫିଆକୁ ଧରିଛି । ଆଇଆଇସି ଙ୍ଗାଧର ମେହେରଙ୍କ ତତ୍ତ୍ୱାବଧାନରେ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ସଫଳତା ପାଇବାରେ ଲାଗିଛି । ଏହି କ୍ରମରେ କୌଣସି ସୂତ୍ରରୁ ଖବର ପାଇ ପୁଲିସ ନର୍ଲା ଥାନା ଅନ୍ତର୍ଗତ ଶାନ୍ତପୁର କେନାଲ ନିକଟରୁ ଜଣେ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ ଓ ଏକ ବାଇକ୍ ଜବତ କରିଛି । ନର୍ଲା ଥାନା ଆଇଆଇସି ଶ୍ରୀ  ମେହେରଙ୍କ ନିର୍ଦ୍ଦେଶ କ୍ରମେ ଏଏସ୍ଆଇ କୃତ୍ତିବାସ ପୁଝାରୀଙ୍କ ନେତୃତ୍ବରେ ଏକ ଟିମ୍ ଏହି ଗଞ୍ଜେଇ ମାଫିଆକୁ ଧରିବାରେ ସକ୍ଷମ ହୋଇଛି । ଉତ୍ତର ପ୍ରଦେଶର ଉଦୟଭାନୁ ସିଂ (୫୬) ଗଞ୍ଜେଇ ମାଫିଆକୁ ପୁଲିସ ଶାନ୍ତପୁର କେନାଲ ନିକଟରୁ ଧରିବା ସହ ମଟରସାଇକେଲ ଓ ୧୦ କେଜି ୩୯୫ଗ୍ରାମ ଗଞ୍ଜେଇ ଜବତ କରିଛି । ପରେ ଗଞ୍ଜେଇ ମାଫିଆକୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି। ନର୍ଲା

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories