www.samajalive.in
Friday, December 5, 2025
26.1 C
Bhubaneswar

ପିକଅପ୍ ଭ୍ୟାନରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ

ମୋହନା: ମୋହନା ପୁଲିସକୁ ବଡ ସଫଳତା ମିଳିଛି। ସୋର କମଳାପୁର ଗେଟ୍ ନିକଟରୁ ପୁଲିସ୍ ୧୦ କ୍ଵିଣ୍ଟାଲର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ତେବେ ନାକା ଗେଟ୍ ରେ ପୁଲିସ୍ ଯାଞ୍ଚ କରୁଥିବାବେଳେ ଏକ ପିକଅପ ଭ୍ୟାନରେ ପ୍ରାୟ କୋଟିଏ ଟଙ୍କାର ଗଞ୍ଜେଇ ଚାଲାଣ ହେଉଥିବାବେଳେ ପୁଲିସ ହାତରେ ଧରାପଡିଛି। ଗଞ୍ଜେଇ ଗୁଡିକ ମହାରାଷ୍ଟ୍ରକୁ ଚାଲାଣ କରାଯାଉଥିବା ସୂଚନା ମିଳିଛି। ଗିରଫ ଦୁଇ ଅଭିଯୁକ୍ତ ଦିଗପହଣ୍ଡି ଥାନା ତୁରଙ୍ଗପୁର ଗାଁର ହେମନ୍ତ ସ୍ଵାଇଁ ଏବଂ ଚଢେୟାପଦା ଗାଁର ରମେଶ ସୁଆଲ ସିଂ ବୋଲି ଜଣାପଡିଛି। ଅଭିଯୁକ୍ତ ମାନଙ୍କଠାରୁ ନଗଦ ୩୫ ହଜାର ଟଙ୍କା ଏବଂ ମୋବାଇଲ ଫୋନ୍ ମଧ୍ୟ ଜବତ କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories