www.samajalive.in
Friday, December 5, 2025
23.1 C
Bhubaneswar

ଗଞ୍ଜେଇ ଜବତ ଘଟଣା: ୬ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ତୁଷୁରା ଥାନା ତେଲ ନଦୀ ବ୍ରିଜ ନିକଟରୁ ଗଞ୍ଜେଇ ଜବତ ଘଟଣାରେ ପୁଲିସ୍ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ମାନେ ହେଲେ ଛତିଶଗଡ଼ର ପୁଷ୍ପରାଜ କୁର୍ରେ,ସନ୍ଦିପ କୁର୍ରେ ,ପୁରୁଷୋତ୍ତମ ସାହୁ , ବଲାଙ୍ଗୀର ଜିଲ୍ଲା ସିସକେଳା ର
ଅର୍ଜୁନ ରଣା  ଏବଂ ରଙ୍ଗରାଜ ରଣା। ଅଭିଯୁକ୍ତ ମାନେ ଏକ କାର୍ ଯୋଗେ ଗଞ୍ଜେଇ ନେଇ ଯାଉଥିବାବେଳେ ତୁଷୁରା ପୁଲିସ୍ ଏମାନଙ୍କୁ ଧରିଥିବା ତୁଷୁରା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories