www.samajalive.in
Friday, December 5, 2025
23.1 C
Bhubaneswar

୪୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ

କନ୍ଧମାଳ: ଫିରିଙ୍ଗିଆ ପୁଲିସକୁ ବଡ ସଫଳତା ମିଳିଛି। ଗୋଚ୍ଛାପଡା ଅଞ୍ଚଳରୁ ଭୁବନେଶ୍ଵରକ ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବାବେଳେ ପୁଲିସ୍ ଚଢାଉ କରିଛି। ଏକ ଦାମୀ କାର ସହ ୪୦ କିଲୋ ଗଞ୍ଜେଇ ଜବତ କରିଛି । ଏବଂ ଦୁଇଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।  ଗିରଫ ଅଭିଯୁକ୍ତମାନେ ଫୁଲବାଣୀ ସଦର ଥାନା ବିଶିପଡା ପଞ୍ଚାୟତ ଡୁମୁରୀଗୁଡାର ପଙ୍କଜ ପ୍ରଧାନ ଓ ଭଟାଲପଦରର ବିକ୍ରମ ମହାକୁଡ଼ ବୋଲି ଜଣାପଡିଛି  । ଏ ନେଇ ଏକ ମାମଲା ରୁଜୁ କରାଯାଇ ଚାଲାଣକାରୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories