www.samajalive.in
Monday, December 8, 2025
13.1 C
Bhubaneswar

ଷ୍ଟେସନରୁ ଗଞ୍ଜେଇ ଜବତ, ଯୁବକ ଗିରଫ 

ସମ୍ବଲପୁର: ସମ୍ବଲପୁର ରେଳ ଷ୍ଟେସନରୁ ଜଣେ ଯୁବକଙ୍କୁ ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ କରାଯାଇଛି । ଜିଆରପି ସୂଚନାନୁଯାୟୀ, ଶନିବାର ଦିନ ସମ୍ବଲପୁର ରେଳ ଷ୍ଟେସନରେ ସନ୍ଦିଗ୍ଧ ରୂପେ ଘୁରି ବୁଲୁଥିବା ବେଳେ ଜଣେ ଯୁବକଙ୍କୁ ପାଟ୍ରୋଲିଂ ଦଳ ଅଟକାଇ ପଚରାଉଚରା କରିଥିଲେ । ଯାଞ୍ଚ ସମୟରେ ଏକ ଜରି ବସ୍ତା ମଧ୍ୟରୁ ଗଞ୍ଜେଇ ଜବତ କରାଯାଇଥିଲା । ଏଣୁ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସମ୍ବଲପୁର ମୋତିଝରନ ନିବାସୀ ମହମ୍ମଦ ସାହିଲ(୨୦) ଙ୍କୁ ଗିରଫ କରାଯାଇ ଅଦାଲତକୁ ଚାଲାଣ କରାଯାଇଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories