www.samajalive.in
Tuesday, December 9, 2025
23.1 C
Bhubaneswar

କାଜୁ ଜଙ୍ଗଲ ଲିଜକୁ କେନ୍ଦ୍ର କରି ବୋମାମାଡ଼ ; ୧ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କାଜୁ ଜଙ୍ଗଲ ଲିଜକୁ କେନ୍ଦ୍ର କରି ସୋମବାର ଗୋଷ୍ଠୀ ସଂଘର୍ଷ ଓ ବୋମାମାଡ଼ ଘଟଣା ଘଟିଛି । ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ  ଘଟିଥିବା ବେଳେ ଅନ୍ୟ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ଜଣଙ୍କୁ ସ୍ଥାନୀୟଲୋକେ ଉଦ୍ଧାରକରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏହି ଘଟଣାରେ ମୃତ୍ୟୁଘଟିଥିବା ବ୍ୟକ୍ତି ଜଣଙ୍କ ହେଲେ ପ୍ରଭାକର ବିଶ୍ୱାଳ। ଆହତ ଜଣଙ୍କ ହେଉଛନ୍ତି ଅଶୋକ ରାଉତ।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories