www.samajalive.in
Saturday, December 6, 2025
14.1 C
Bhubaneswar

ତପ୍ତପାଣି ଘାଟିରେ ଦୁର୍ଘଟଣା: ୧୨ ଆହତ

ଦିଗପହଣ୍ଡି: ଗଞ୍ଜାମ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। ଘାଟିରେ ଓଲଟିଲା ନଳକୂପ ଖନନ ଗାଡି । ଏଥିରେ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏବେବି ଜଣେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଏବଂ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ସମସ୍ତ ଆହତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି। ଗଜପତିରୁ ଗଞ୍ଜାମ ଆସୁଥିବାବେଳେ ଭାରସାମ୍ୟ ହରାଇ ନଳକୂପ ଖନନ ଗାଡିଟି ଓଲଟି ପଡିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories