www.samajalive.in
Monday, December 8, 2025
27.1 C
Bhubaneswar

ଗଞ୍ଜାମ ଜିଲ୍ଲା ବିଜେଡ଼ିର କାର୍ଯ୍ୟକାରିଣୀ ବୈଠକ

ସୋରଡା:ଗଞ୍ଜାମ ଜିଲ୍ଲା ବିଜେଡ଼ିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସୋରଡା ବିଜୁ ପଟ୍ଟନାୟକ ପିକନିକ୍ ସ୍ଥଳ ରେ ଅନୁଷ୍ଠିତ ହୋଇ ଯାଇଛି।.ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକ ରେ ଆସିକା ସାଂସଦ ପ୍ରମିଳା ବିଶୋଇ, ବ୍ରହ୍ମପୂର ସାସଂଦ ଚନ୍ଦ୍ରଶେଖର ସାହୁ ଏବଂ ଗଞ୍ଜାମ ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ ବିଜେଡ଼ି ବିଧାୟକ ଯୋଗଦେଇଥିଲେ । ଏହି ଅବସରରେ ଜିଲ୍ଲା ପର୍ଯ୍ୟବେକ୍ଷକ ମହେଶ୍ବର ମହାନ୍ତି ସଭ୍ୟସଂଗ୍ରହ କୁ ତ୍ୱରାନିତ କରିବା ପାଇଁ ବିଜେଡ଼ି କର୍ମୀ ମାନଙ୍କୁ କହିଥିଲେ ।ଏହି କାର୍ୟ୍ୟକ୍ରମ କୁ ଜିଲ୍ଲା ସଭାପତି ପ୍ରଦୀପ ପାଣିଗ୍ରାହି ପରିଚାଳନା କରିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories