www.samajalive.in
Saturday, December 6, 2025
26.1 C
Bhubaneswar

ଦୁଷ୍କର୍ମ ପରେ ଶିଶୁକନ୍ୟାକୁ ହତ୍ୟା !

ଗଞ୍ଜାମ : ଗଞ୍ଜାମ ପାଟପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଦୁଷ୍କର୍ମ ପରେ ଜଣେ ଶିଶୁ କନ୍ୟାକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ନିର୍ମାଣାଧୀନ ଘରୁ ୪ ବର୍ଷର ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ କନ୍ୟା ଜଣକ ନିଜ ଅଜା ଘରକୁ ବୁଲିବାକୁ ଆସିଥିଲା। ଏହି ସମୟରେ କେହି ଦୁର୍ବୃତ୍ତ ଏଭଳି ଜଘନ୍ୟ କାଣ୍ଡ ଭିଆଇଥିବା ଅନୁମାନ କରାଯାଉଛି। ତେବେ ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନଥିବାବେଳେ ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories