www.samajalive.in
Friday, December 5, 2025
26.1 C
Bhubaneswar

ନିଜକୁ ଜାଳିଦେଲେ ବୃଦ୍ଧ, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ

ଦିଗପହଣ୍ଡି: ନିଜକୁ ଜାଳିଦେଲେ ବୃଦ୍ଧ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପାଟକୁରା ଥାନା ବଢିଆଉସ୍ତା ଗାଁରେ ଅଘଟଣ। ସୁଇସାଇଡ୍ ନୋଟ୍ ଲେଖି ବୃଦ୍ଧ ଜଣକ ନିଜକୁ ଜାଳି ଦେଇଛନ୍ତି। କିରାସିନି ଢାଳି ନିଆଁ ଲଗାଇ ଦେଇଥିବାରୁ ବୃଦ୍ଧ ଜଣକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଆଡପଡା ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନଥିବାବେଳେ ଆତ୍ମହତ୍ୟାର କାରଣ ଜଣାପଡିନାହିଁ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories