www.samajalive.in
Friday, December 5, 2025
23.1 C
Bhubaneswar

ରାଜପଥ ଉପରେ ଛିଣ୍ଡିଲା ବିଦ୍ୟୁତ୍ ତାର, ଅଳ୍ପକେ ବର୍ତ୍ତିଲେ ଯୁବକ 

ଗଞ୍ଜାମ : ଗଞ୍ଜାମ ୧୬ ନଂ ଜାତୀୟ ରାଜପଥ ଶନି ମନ୍ଦିର ନିକଟରେ ଅଘଟଣ। ହଠାତ୍ ବିଦ୍ୟୁତ୍ ତାର ଛିଣ୍ଡି ପଡି ବାଇକ୍ ଆରୋହୀଙ୍କ ଉପରେ ପଡିବାରୁ ସେ ଆହତ ହୋଇଛନ୍ତି। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ଦୀର୍ଘ ୪୦ ମିନଟ ରୁ ଅଧିକ ସମୟ ପର୍ଯ୍ୟନ୍ତ ଯାତାୟାତ ବନ୍ଦ ରରହିଥିଲା।  ଘଟଣା ସ୍ଥଳରେ ଛତ୍ରପୁର ଏସଡିପିଓ ଚନ୍ଦନ ଘଡେଇ , ଗଞ୍ଜାମ ଥାନା ଅଧିକାରୀ ଏବଂ ବିଦ୍ୟୁତ୍ ବିଭାଗର କିଛି କର୍ମଚାରୀ ପହଞ୍ଚି ତଦାରଖ କରିଥିଲେ। ଆହତ ବ୍ୟକ୍ତି ପୁରୀ ଜିଲ୍ଲା କୃଷ୍ଣ ପ୍ରସାଦଗଡ଼ ଥାନା ଅଞ୍ଚଳର ସାଗର ନାୟକ ବୋଲି ଜଣାପଡିଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories