www.samajalive.in
Monday, December 8, 2025
20.1 C
Bhubaneswar

ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ଗଞ୍ଜାମ: ଗଞ୍ଜାମ ବିଜ୍ଞାପିତ ଅଂଚଳ ପରିଷଦରେ ଗୁରୁବାର ଦିନ ୩ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟଦେଶ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମରେ ଉପନଗରପାଳ ସୁରେନ୍ଦ୍ର କୁମାର ବାରିକି ଉପସ୍ଥିତ ରହି ଆବାସ ଯୋଜନାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ସେମାନେ ହେଲେ ୧ ନମ୍ବର ୱାର୍ଡର ବିଦ୍ୟୁତ ପ୍ରଭା ମହାପାତ୍ର, ୨ ନମ୍ବର ୱାର୍ଡର ନିରଞ୍ଜନ ପାଢ଼ୀ ଏବଂ ୭ ନମ୍ବର ୱାର୍ଡର ପ୍ରତିମା ଦାସ। କାର୍ଯ୍ୟାଦେଶ ବଣ୍ଟନ ବେଳେ ଏନଏସିଇଓ ଦାୟିତ୍ୱରେ ଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ, କାଉନସିଲର ପୁରୁଷୋତ୍ତମ ସାହୁ, ପି ମୋହନ ରେଡି, ସଂଯୁକ୍ତା ଦାସ, ସୁଜାତା ମହାନ୍ତି, ରିତା ଦେବୀ, କନିଷ୍ଠ ଯନ୍ତ୍ରୀ ବିଷ୍ଣୁପ୍ରିୟା ସାବତ, ଗୋଷ୍ଠି ସଙ୍ଗଠିକା ସ୍ୱପ୍ନାରାଣୀ ମହାପାତ୍ର, କୃଷ୍ଣଚନ୍ଦ୍ର ବୈଦ୍ୟ, ସିଓ ଭାଗ୍ୟଶ୍ରୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories