www.samajalive.in
Saturday, December 6, 2025
26.1 C
Bhubaneswar

ଗ୍ରାସୀମ କମ୍ପାନୀ ପକ୍ଷରୁ ପିଲାଙ୍କୁ ସ୍କୁଲ ବ୍ୟାଗ ବଣ୍ଟନ

ଗଞ୍ଜାମ : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁଇଁତୋଳା ମଧ୍ୟ ଇରାଜୀ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗ୍ରାସୀମ କମ୍ପାନୀ ପକ୍ଷରୁ ପବିତ୍ର ଗଣେଶ ଚତୁର୍ଥୀ  ଅବସରରେ ସ୍କୁଲ ବ୍ୟାଗ ବଣ୍ଟନ କରାଯାଇଛି । କମ୍ପାନୀ ଏଚଆର ମୁଖ୍ୟ ନିରଜ ପଟ୍ଟନାୟକ, ଡିଜିଏମ ରବୀନ୍ଦ୍ର କୁମାର ମହାନ୍ତି, ପ୍ରବୀଣ ଦାସ, ସ୍କୁଲ ପ୍ରଧାନ ଶିକ୍ଷକ ବିଷ୍ଣୁ ଚନ୍ଦ୍ର ପଟ୍ଟନାୟକ, ସହକାରୀ ଶିକ୍ଷକ ସୁରେନ୍ଦ୍ର କୁମାର ଦଳାଇ, ପ୍ରେସ କ୍ଳବ ଉପଦେଷ୍ଟା ଉମାକାନ୍ତ ବେହେରା, ଶ୍ରମିକ ସଂଗଠନ କର୍ମକର୍ତା ସିମାଞ୍ଚଳ ପଲାଇ, ପ୍ରତାପ ବିଶ୍ୱାଳ, ନାରାୟଣ ତରାଇ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ୫୫ ଜଣ ବିଦ୍ୟାର୍ଥୀଙ୍କୁ ବ୍ୟାଗ ବଣ୍ଟନ କରାଯାଇଥିବା ବେଳେ ଆସନ୍ତା ତିନିରେ ପିଲାଙ୍କୁ ସ୍କୁଲ କମ୍ପାନୀ ପକ୍ଷରୁ ପରିଚୟ ପତ୍ର ପ୍ରଦାନ କରାଯିବ ବୋଲି ଡିଜିଏମ ମହାନ୍ତି କହିଛନ୍ତି ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories