www.samajalive.in
Saturday, December 6, 2025
26.1 C
Bhubaneswar

ଦିଗପହଣ୍ଡି ଦୁର୍ଘଟଣା ; ପ୍ରଧାନମନ୍ତ୍ରୀଙ୍କ ଶୋକ,ସହାୟତା ରାଶି ଘୋଷଣା

ନୂଆଦିଲ୍ଲୀ : ଗଞ୍ଜାମ ଦିଗପହଣ୍ଡିରେ ହୋଇଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଦୁର୍ଘଟଣାରେ ୨ ବସ୍‌‌ ମୁହାଁମୁହିଁ ଧକ୍କା ହେବା ଫଳରେ ୧୨ ଜଣଙ୍କ ମୃତ୍ୟୁ ହେବା ସହ ୮ ଜଣ ଆହତ ହୋଇଛନ୍ତି।
ଦୁର୍ଘଟଣା ଖବର ପ୍ରକାଶ ପାଇବା ପରେ ମୃତକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିବା ସହ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାସହ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।


ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି।

- Advertisement -


ଏହି ଦୁର୍ଘଟଣାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories