ଗଞ୍ଜାମ : ବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ଯବାନଙ୍କ ମୃତ୍ୟୁ ଘଟିଛି। ଆସିକା ନିକଟ ଧରାକୋଟ ଥାନା ବରଡାବିଲିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଯବାନଙ୍କ ନାମ ଜିତେନ୍ଦ୍ର ପାଢୀ ବୋଲି ଜଣାପଡିଛି। ସେ ପଞ୍ଜାବରେ ବିଏସଏଫ ଯବାନ ଭାବେ କାର୍ଯ୍ୟରତ ଥିଲେ। ମୃତ୍ୟୁ ପୂର୍ବରୁ ରିଲ୍ସ କରି ସୋସିଆଲ ମିଡିଆରେ ଅପଲୋଡ୍ କରିଥିଲେ।
Popular Categories



