www.samajalive.in
Saturday, December 6, 2025
26.1 C
Bhubaneswar

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟ ସ୍ଥାପନ

ଗଞ୍ଜାମ : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗଞ୍ଜାମ ବଡ଼ ବଜାର ବଣିକ ସଙ୍ଘ ପକ୍ଷରୁ ମା’ ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭ ଖୁଣ୍ଟ ସ୍ଥାପନ ହୋଇଛି। ଜଗନ୍ନାଥ ମନ୍ଦିର ପୂଜକ ରିଣ୍ଟୁ ଶତପଥୀଙ୍କ ଦ୍ୱାରା ପ।ରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା। ପରେ ପୂର୍ବରୁ ନିର୍ଦ୍ଧାରିତ ସମୟରେ ଶୁଭଖୁଣ୍ଟ ଉଠାଯାଇଥିଲା। ଶୁଭଖୁଣ୍ଟ ସ୍ଥାପନ ବେଳେ ବଡ଼ ବଜାର ବଣିକ ସଙ୍ଘ ସଭାପତି ଗୌରୀ ଶଙ୍କର ବାରିକି, ସମ୍ପାଦକ କାଁହୁ ଚରଣ ପଣ୍ଡା, କୋଷାଧ୍ୟକ୍ଷ ଜି ରାମଦାସ ରେଡ୍ଡୀ, ବରିଷ୍ଠ ସଦସ୍ୟ ରମେଶ ଚନ୍ଦ୍ର ମହାପାତ୍ର, ଭେଙ୍କେଟେଶ୍ୱର ବୈଠାରୁ, ଦେବରାଜ ଦାସ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ପୂଜା କୁମାର ପୂର୍ଣ୍ଣମାରୁ ଆରମ୍ଭ ହେବ ବଡ ବଜାର ବଣିକ ସଙ୍ଘ ପକ୍ଷରୁ କୁହାଯାଇଛି।

୩୫ ବର୍ଷ ବୟସ ପରେ.. ଧନ ଠାରୁ ଆରମ୍ଭ କରି ସଫଳତା ପାଆନ୍ତି ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି, ସବୁ ସ୍ୱପ୍ନ ହୁଏ ପୂରଣ..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories