www.samajalive.in
Sunday, December 14, 2025
23.1 C
Bhubaneswar

ଗାଁ ମୁଣ୍ଡରେ ଶ୍ମଶାନ ଘାଟ ନିର୍ମାଣକୁ ବିରୋଧ; ଜିଲାପାଳକୁ ସ୍ମାରକ ପତ୍ର ପ୍ରଦାନ 

ଗଞ୍ଜାମ : ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ଜନବସତିକୁ ଲାଗି ନିର୍ମାଣାଧିନ ଶ୍ମଶାନ ଘାଟକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏନେଇ ଗ୍ରାମବାସୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏହି ସ୍ଥାନରେ ଶ୍ମଶାନ ଘାଟ ବଦଳରେ ଶିଶୁ ଉଦ୍ୟାନ ପ୍ରକଳ୍ପ ନିର୍ମାଣ କରିବା ପାଇଁ ସେମାନେ ଅନୁରୋଧ କରିଛନ୍ତି। ଏଠାରେ ଶବ ଦାହ କରାଗଲେ ବାୟୁ ପ୍ରଦୂଷଣ ହୋଇ ଅଞ୍ଚଳବାସୀ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେବେ ବୋଲି ଗ୍ରାମବାସୀ ଜିଲାପାଳଙ୍କୁ ଅବଗତ କରିଛନ୍ତି। ଏଥିସହ ଛତ୍ରପୁର ବିଧାୟକ ଓ ଏନଏସି ଅଧ୍ୟକ୍ଷାଙ୍କୁ ମଧ୍ୟ ସେଠାରୁ ମଶାଣି ପ୍ରକଳ୍ପ ସ୍ଥାନାନ୍ତର ପାଇଁ ଲିଖିତ ଭାବେ ଜଣାଇଛନ୍ତି ଗ୍ରାମବାସୀ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories