www.samajalive.in
Monday, December 15, 2025
16.1 C
Bhubaneswar

ବୈଜ୍ଞାନିକ ପଦ୍ଧତିରେ ମାଛ ଚାଷ ସମ୍ବନ୍ଧରେ ପ୍ରଶିକ୍ଷଣ ଶିବିର

ଗଞ୍ଜାମ:ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଂଚାୟତ କାର୍ଯ୍ୟଳୟାରେ କୃଷି ଓ କୃଷକ ସଶକ୍ତିକାରଣ ବିଭାଗ ପକ୍ଷରୁ ନାରୀ ସଶକ୍ତିକରଣ ଉଦ୍ଦେଶ୍ୟ ନେଇ ମାଛ ମାଛ ଚାଷ ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ସୋମବାର ଅନୁଷ୍ଠିତହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବୈଜ୍ଞାନିକ ପଦ୍ଧତିରେ କିପରି କମ ଖର୍ଚ୍ଚ ରେ ଅଧିକ ମାଛ ଉତ୍ପାଦିତ କରାଯାଇ ପାରିବ ସେ ସମ୍ଭାନ୍ଧ ରେ ସ୍ଥାନୀୟ ମସ୍ୟଜୀବୀ ସମ୍ପ୍ରଦାୟର ମହିଳା ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା।

 

- Advertisement -

ଏଥିରେ ଗଞ୍ଜାମ ଜିଲ୍ଲା ଆତ୍ମାର ପ୍ରକଳ୍ପ ନିର୍ଦେଶକ ଅଜିତ କୁମାର ମଲ୍ଲିକ,ପାଳିବନ୍ଧ ସରପଞ୍ଚ ଦିଲିପ କୁମାର ଛୋଟରାୟ,ଗଞ୍ଜାମ ଏ ଏଫ ଓ ପ୍ରଣତି କୁମାରୀ ଗିରି,ଛତ୍ରପୁର ଏ ଏଫ ଓ ମନୋରଞ୍ଜନ ନାୟକ,ପୁରୁଣାବନ୍ଧ ଗ୍ରାମ୍ୟ ସଭାପତି ମାଗତା ବେହେରା ,ଏଟିଏମ ବିଶ୍ୱଜିତ ପ୍ରଧାନ,ପ୍ରଜ୍ଞା ପରାମିତା ବେହେରା ପ୍ରମୁଖ ଯୋଗଦେଇ ସ୍ଥାନୀୟ ଅଞ୍ଚଳରେ ମାଛ ଚାଷ କରି କିପରି ନାରୀମାନେକରିପାରିବେ ଓ଼ କମ ଖର୍ଚ୍ଚ କରି ଅଧିକ ଅର୍ଥ ଉପାର୍ଜନ କରିପାରିବେ ସେ ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏଥିରେ ବହୁ ସଂଖ୍ୟା ରେ ମହିଳା ଯୋଗ ଦେଇଥିଲେ l

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories