www.samajalive.in
Monday, December 8, 2025
20.1 C
Bhubaneswar

୫୦ ହଜାର ଲାଞ୍ଚ ନେଇ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର: ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗଂଜାମ ଜିଲ୍ଲା ଆସିକ। ସ୍ଥିତ ଉଠା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଶ୍ୱର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।  ବୁଗୁଡା ବ୍ଲକର ନଦୀରେ ଏକ ପ୍ରକଳ୍ପ କାମର ବିଲ ପାସ କରାଇଦେବାକୁ ସହକାରୀ ଯନ୍ତ୍ରୀ ଲାଞ୍ଚ ନେଉଥିଲେ ବୋଲି ଅଭିଯୋଗ ହୋଇଥିଲା। । ଭିଜିଲାନ୍ସ ପକ୍ଷରୁ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଚଢ଼ଉ ଜାରି ରହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories