www.samajalive.in
Sunday, December 7, 2025
26.1 C
Bhubaneswar

ବିଜେପି କାର୍ଯ୍ୟାଳୟ ଉଦଘାଟିତ

ଗଞ୍ଜାମ: ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟିର ନିର୍ବାଚନ କାର୍ଯ୍ୟାଳୟ ଗଞ୍ଜାମ ସହର ସ୍ଥିତ ବଡବଜାର ଠାରେ ଉଦଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କର , ରାଜ୍ୟ ଉପସଭାପତି ଓବିସି ମୋର୍ଚ୍ଚା ତଥା ଓ ପୂର୍ଵତନ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ,ପୂର୍ବତନ କାଉନସିଲର ଡି.କେ ରାଓ,ଏନ ଏ ସି ଅଧ୍ୟକ୍ଷା ପାର୍ଥିନି  ଡ଼ି ସାଇ ପ୍ରମିଳା , ସ୍ଵାଗତିକା ଦାଶ, କାଉନସିଲର ପ୍ରାର୍ଥୀ, ଗୁରୁ ଚରଣ ରାଉଳ , ରଘୁନାଥ ରେଡ୍ଡୀ ,ଡ଼ି କ୍ରିଷ୍ଣା ରାଓ , ବୃନ୍ଦାବନ ବେହେରା ସହ ବହୁ କର୍ମୀ ଉପସ୍ଥିତ ଥିଲେ। ଏହା ପରେ ପାଞ୍ଚ ନମ୍ବର ୱ।ର୍ଡ ରେ ସମସ୍ତେ ପ୍ରଚାର କାର୍ଯ୍ୟର ଶୁଭାରମ୍ଭ କରିଥିଲେ ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories