www.samajalive.in
Sunday, December 14, 2025
16.1 C
Bhubaneswar

ଅସରାଏ ବର୍ଷାରେ କୁତ୍ରିମ ପୋଖରୀ 

ଗଞ୍ଜାମ : ଗଞ୍ଜାମ ଏନଏସି ଅନ୍ତର୍ଗତ ୪ ନମ୍ବର ୱାର୍ଡ ରଘୁନାଥ ସାହିର ମୁଖ୍ୟରାସ୍ତାରେ  ଟିକିଏ ବର୍ଷାରେ କୁତ୍ରିମ ପୋଖରୀ ସୃଷ୍ଟି ହେଉଛି। ବର୍ଷା ଜଳ ଠିକ ଭାବେ ନିଷ୍କାସନ ହେଇପାରୁ ନାହିଁ।  ଯାହାଫଳରେ ସାହି ରାସ୍ତାରେ ପାଣି ଜମି ରହି ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ଯିବାଆସିବା କ୍ଷେତ୍ରରେ ନାହିଁ ନଥିବା ସମସ୍ୟା ସୃଷ୍ଟି କରୁଛି। ଯାହାକୁନେଇ
ଅଞ୍ଚଳବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ଏନଏସି କର୍ତ୍ତୃପକ୍ଷଙ୍କ ଦୁରଦୃଷ୍ଟିର ଅଭାବ ଯୋଗୁଁ ସହରରେ ବିଭିନ୍ନ ସ୍ଥାନରେ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏନଏସି କର୍ତ୍ତୃପକ୍ଷ ତୁରନ୍ତ ଏଦିଗରେ ଦୃଷ୍ଟିଦେଇ ଜଳ ନିଷ୍କାସନ କରିବା ବ୍ୟବସ୍ଥା କରିବା ପାଇଁ ଦାବୀ ହେଉଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories