www.samajalive.in
Friday, December 5, 2025
26.1 C
Bhubaneswar

ଜେ. ସନ୍ତୋଷି ହେଲେ ଗଞ୍ଜାମ ବ୍ଲକ ବିଜେଡି ମହିଳା ସଭାନେତ୍ରୀ

ଗଞ୍ଜାମ : ଗଞ୍ଜାମ ବ୍ଲକର ପୂର୍ବତନ ୧୪ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଜେ. ସନ୍ତୋଷି ହେଲେ ଗଞ୍ଜାମ ବ୍ଲକ ବିଜେଡି ସଭାନେତ୍ରୀ  । ଫଳରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ,ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା,ବିଜେଡି ସଭାନେତ୍ରୀ ତଥା ବ୍ରହ୍ମପୁର ମେୟର ସଂଘମିତ୍ରା ଦଳାଇଙ୍କୁ କୃତଜ୍ଞତା ଜଣାଇଛନ୍ତି  । ଆଗାମୀ ଦିନରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକ କିପରି ଲୋକଭିମୁଖୀ ହେବ ସେ ନେଇ ଯଥା ସାଧ୍ୟ ଉଦ୍ୟମ କରିବେ ବୋଲି ଗଣମାଧ୍ୟମକୁ କହିଛନ୍ତି । ୧୫ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ସନାତନ, ବେହେରା,ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ସାହୁ ପ୍ରମୁଖଙ୍କ ସହ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଇଛନ୍ତି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories