www.samajalive.in
Saturday, December 6, 2025
26.1 C
Bhubaneswar

ମା’ ସହ ବିଷ ପିଇଲେ ଭାଇଭଉଣୀ: ମୃତ ଘୋଷଣା କଲେ ଡାକ୍ତର, ପୁଲିସର ଛାନଭିନ୍‌‌

ବ୍ରହ୍ମପୁର: ମା’ ସହ ବିଷ ପିଇଦେଲେ ଭାଇଭଉଣୀ। ବିଷ ପିଇଦେବା ପରେ ମା’ ସହ ଭାଇଭଉଣୀ ଗୁରୁତର ହୋଇପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତେବେ ଏମକେସିଜି ମେଡ଼ିକାଲରେ ଡାକ୍ତର ୩ଜଣଙ୍କ ମୃତ୍ୟୁ ଘୋଷଣା କରିଥିଲେ।
ଆଜି ଗଞ୍ଜାମ ଥାନା ପାଳିବନ୍ଧ ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଷପିଇ ମା’ ସହ ୨୦ବର୍ଷୀୟା ଝିଅ ଓ ୨୩ ବର୍ଷୀୟ ପୁଅର ମୃତ୍ୟୁ ହୋଇଛି। ପାରିବାରିକ କାରଣରୁ ମା’ ସହ ଝିଅ ବିଷ ପିଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories