www.samajalive.in
Saturday, December 6, 2025
16.1 C
Bhubaneswar

ଗଞ୍ଜାମରେ ୭ ସହରାଞ୍ଚଳ ୬ ଦିନ ପାଇଁ ସଟଡାଉନ୍

ଗଞ୍ଜାମ : ଗଞ୍ଜାମ ଜିିଲାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଛତ୍ରପୁର ସବ୍‌ଡିଭିଜନର ୭ଟି ଏନଏସିକୁ ସଟ୍‌ଡାଉନ୍ ଘୋଷଣା କରାଯାଇଛି। ଛତ୍ରପୁର, ଖଲ୍ଲିକୋଟ, ରମ୍ଭା, ପୁରୁଷୋତ୍ତମପୁର, କୋଦଳା, କବିସୂର୍ଯ୍ୟନଗର ଓ ପୋଲସରା ଏନଏସି ସଟ୍‌ଡାଉନ ଘୋଷଣା କରାଯାଇଛି। କାଲିଠାରୁ ୨୧ ଜୁଲାଇ ପର୍ଯ୍ୟନ୍ତ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୁଷ୍ଟି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories