www.samajalive.in
Monday, December 15, 2025
16.1 C
Bhubaneswar

ଭ୍ୟାନ ଓଲଟି ୮ ଆହତ

ଗଂଜାମ : ହିଂଜିଳି ଥାନା ଅନ୍ତର୍ଗତ ୫୯ନମ୍ବର ଜାତୀୟ ରାଜପଥର ପିତଳ ଛକ ନିକଟରେ ଏକ ଯାତ୍ରୀବାହୀ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହେବାରେ ୮ ଜଣ ଆହତ ହାଇଛନ୍ତି । ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସୂଚନା ଅନୁସାରେ ପିତଳ ଛକ ନିକଟରେ ଯାତ୍ରୀବାହୀ ଭ୍ୟାନଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଲା । ଏଥିରେ ଭ୍ୟାନରେ ଥିବା ୮୯ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତାରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ହିଂଜିଳି ଥାନା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories