www.samajalive.in
Sunday, December 14, 2025
17.1 C
Bhubaneswar

ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ,୨ ମୃତ ୨ ଗୁରୁତର – ୪ ଜଣଙ୍କୁ ଅଟକ ରଖିଛି ପୁଲିସ

ଭୁବନେଶ୍ୱର/ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗରରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି । କବିସୂର୍ଯ୍ୟନଗର ପଙ୍କଳବାଡିରେ ଦୁଇ ପରିବାର ମଧ୍ୟରେ ଜୋରଦାର ଗଣ୍ଡଗୋଳ ହୋଇଥିଲା । ଏଥି ମରଣାନ୍ତକ ଆକ୍ରମଣରେ ଦୁଇ ଜଣଙ୍କ ପ୍ରାଣବାୟୁ ଉଡିଯାଇଥିଲା । ମିଥୁନ ଭୂୟାଁ ଏବଂ ତାଙ୍କ ଶଳା ଲିପୁ ସ୍ୱାଇଁଙ୍କର ମୃତ୍ୟୁ ହୋଇଥିଲା ।

ଏହି ଗଣ୍ଡଗୋଳରେ ଅନ୍ୟପକ୍ଷର ଦୁଇ ଜଣ ଗୁରୁତର ହୋଇଥିଲେ । ରାଜନୈତିକ ଶତ୍ରୁତାରୁ ଏହି ଗଣ୍ଡଗୋଳ ହୋଇଥିବା କୁହାଯାଉଛି । ପୁଲିସ ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଅଟକ ରଖିଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories