www.samajalive.in
Thursday, December 11, 2025
23.1 C
Bhubaneswar

ଗୀତା ଜ୍ଞାନଯଜ୍ଞ ଉଦଘାଟନ କଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ

ଗଞ୍ଜାମ : ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅନ୍ତର୍ଗତ ବଡ଼ଗଡ଼ ଅଞ୍ଚଳରେ ଥିବା ଯୁବ ଶିବିର ‘ଦିବ୍ୟ ଜୀବନ ସଙ୍ଘ ‘ ପକ୍ଷରୁ  ଗୀତା ଜ୍ଞାନଯଜ୍ଞ ଆରମ୍ଭ ହୋଇଛି। ଏହି ଗୀତା ଜ୍ଞାନଯଜ୍ଞ ପାଞ୍ଚ ଦିନ ଧରି ଚାଲିବାକୁଥିବା ବେଳେ ଏହି ଆଧ୍ୟାତ୍ମିକ ସମ୍ମିଳନୀକୁ ପୁରୀ ଗଜପତି ମହାରାଜ ଦିବ୍ୟ ସିଂହ ଦେବ ଗୁରୁବାର ଉଦଘାଟନ କରିଛନ୍ତି।

ଏହି କର୍ଯ୍ୟକ୍ରମରେ ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ ଯୋଗ ଦେଇଥିଲେ। ଏହସହ ଓଡ଼ିଶା ଓ ଓଡ଼ିଶା ବାହାରୁ ବହୁ ସାଧୁ ସନ୍ୟାସୀ ଯୋଗଦେଇ ନିଜର ଆଶୀର୍ବାଦ ଵଚନ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ସାତ ଶହ ବିଦ୍ୟାର୍ଥୀ ଯୋଗ ଦେଇଥିଲେ। ଶାନ୍ତି ଶୁଙ୍ଖଳ ନିମନ୍ତେ ଆସିକା ଏସ୍ଡ଼ିପିଓ ସୂର୍ଯ୍ୟମଣି ପ୍ରଧାନ ବଡ଼ଗଡ଼ ଆଇଆଇସି  ପି.ସି ତ୍ରିପାଠୀ ସୋରଡ଼ା ଆଇଆଇସି ରମେଶ କୁମାର ପ୍ରଧାନ ଉପସ୍ଥିତ ଥିଲେ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories