www.samajalive.in
Monday, December 15, 2025
27.1 C
Bhubaneswar

ଗରିଆବନ୍ଦ ଏନକାଉଣ୍ଟର: ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ୧୨ ଜଣଙ୍କର ମିଳିଲା ପରିଚୟ, କଟକରୁ ଜଣେ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ଜିଲା ଓ ଛତିଶଗଡ଼ ଗରିଆବନ୍ଦ ସୀମା କୁଲାରିଘାଟ ଜଙ୍ଗଲରେ ସୁରକ୍ଷାବାହିନୀ-ମାଓବାଦୀ ଗୁଳି ବିନିମୟରେ ନିହତ ହୋଇଥିବା ୧୬ ମାଓବାଦୀଙ୍କ ମଧ୍ୟରୁ ୧୨ ଜଣଙ୍କ ପରିଚୟ ମିଳିଛି। ମୃତକ ୧୨ ଜଣ ଛତିଶଗଡ଼, ଆନ୍ଧ୍ରପ୍ରଦେଶ, ଓଡ଼ିଶାର ବୋଲି ଜଣାପଡ଼ିଛି। ତେବେ ବଡ଼ କଥା ହେଉଛି କଟକ ଯାଏ ଲମ୍ବିଲାଣି ମାଓ ଚେର। ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ କଟକ ଜିଲାର ହୋଇଥିବା ସୂଚନା ମିଳିଛି। କଟକ ଜିଲା ନିଆଳି ଥାନା କୁଲାଶ୍ରୀ ଗାଁର ଆଲୋକ ଓରଫ ମୁନ୍ନା ମୃତ ମାଓବାଦୀଙ୍କ ମଧ୍ୟରେ ସାମିଲ। ତା’ ମୁଣ୍ଡ ଉପରେ ୧୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା।

ସୂଚନାଯୋଗ୍ୟ, ନୂଆପଡା ଜିଲା ଓ ଛତିଶଗଡ଼ ଗରିଆବନ୍ଦ ସୀମା କୁଲାରିଘାଟ ଜଙ୍ଗଲରେ ଜାନୁଆରୀ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁର୍ଦ୍ଦାନ୍ତ ମାଓବାଦୀ ଚଳପତି ସମେତ ୧୬ ମାଓବାଦୀ ନିହତ ହୋଇଥିଲେ। ଏଥିମଧ୍ୟରୁ ୧୨ଜଣଙ୍କ ପରିଚୟ ମିଳିଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories