www.samajalive.in
Monday, December 15, 2025
24.1 C
Bhubaneswar

ଗ୍ୟାସ୍ ବ୍ୟବହାରରେ ସତର୍କତା ଓ ସୁରକ୍ଷା ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ

ରାଇକିଆ: ରାଇକିଆ ପଞ୍ଚାୟତ କାର୍ଯ୍ୟାଳୟ ପରିସର ସଭାଗୃହରେ ଏଲପିଜି ଗ୍ୟାସ୍ ବ୍ୟବହାରରେ ସୁରକ୍ଷା ଓ ସତର୍କତା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନବରତ୍ନ ଏଲପିଜି ଗ୍ୟାସ୍ ବିତରକ ରାଜେନ୍ଦ୍ର ପାଳଙ୍କ ତତ୍ବାବଧାନରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଅତିଥି ଭାବେ ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ ଯୋଗଦେଇ ସୁରକ୍ଷିତ ଗ୍ୟାସ୍ ବ୍ୟବହାର ନେଇ ସଚେତନ କରିଥିଲେ। ବିତରକ ରାଜେନ୍ଦ୍ର ପାଳ ଗ୍ୟାସ୍ ବ୍ୟବହାରବେଳେ ସୁରକ୍ଷିତ, ନିରାପଦ ଓ ସତର୍କତା ଅବଲମ୍ବନ କରି ରୋଷେଇ କରିବାବେଳେ ଅଘଟଣକୁ କିପରି ଏଡ଼ାଇବା ସେନେଇ ପ୍ରାଞ୍ଜ୍ବଳ ଭାବରେ ବୁଝାଇଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ୱାର୍ଡ଼ରୁ ବହୁ ସଂଖ୍ୟକ ମହିଳା ଗୋଷ୍ଠୀ ଉପସ୍ଥିତ ଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories