www.samajalive.in
Sunday, December 7, 2025
16.1 C
Bhubaneswar

ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ୧୦ ବଖରା ଘର: ଅଳ୍ପକେ ବର୍ତ୍ତିଲେ ଲୋକ

ଖଲ୍ଲିକୋଟ: ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ୧୦ ବଖରା ଘର। ଗଞ୍ଜାମ ଖଲ୍ଲିକୋଟରେ ଅଭାବନୀୟ ଘଟଣା ଘଟିଛି। କମଳାପଦର ଗାଁରେ ଗ୍ୟାସ୍ ଟାଙ୍କି ଫାଟି ୪ଟି ପରିବାରର ୧୦ ବଖରା ଘରେ ନିଆଁ ଲାଗି ଯାଇଥିବା ଦେଖିବାକୁ ମିଳିଛି। ଏଥିରେ ଘରର ସମସ୍ତ ଆସବାବପତ୍ର ସମେତ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି। ଘରେ ଶୋଇଥିବାବେଳେ ଭୋର୍ ସକାଳୁ ଏଭଳି ଅଘଟଣ ଘଟିଛି। ପରିବାର ଲୋକ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ପରେ ସ୍ଥାନୀୟ ଲୋକ ଏ ନେଇ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories