www.samajalive.in
Friday, December 5, 2025
20.1 C
Bhubaneswar

କମିଲା ଗ୍ୟାସ୍ ଦର

ନୂଆଦିଲ୍ଲୀ: ମାସ ଆରମ୍ଭରୁ ଶସ୍ତା ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର । କେନ୍ଦ୍ର ସରକାର କମର୍ସିଆଲ ସିଲିଣ୍ଡର ମୂଲ୍ୟରେ ବଡ ଆଶ୍ଵସ୍ତି ଦେଇଛନ୍ତି।  ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୮.୫୦ ଟଙ୍କା ହ୍ରାସ ହୋଇଛି।  ଯାହା ଆଜିଠାରୁ ଲାଗୁ ହୋଇଛି । ତେବେ ୧୪.୨ କି.ଗ୍ରା ଘରୋଇ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ବା ରେଟ୍ କମିନାହିଁ ।

ଏହି ହ୍ରାସ ଲାଗୁ ହେବା ପରେ ଆଜି କୋଲକାତାରେ ୧୮୨୬ ଟଙ୍କା ପରିବର୍ତ୍ତେ ୧୭୬୯ ଟଙ୍କା, ମୁମ୍ବାଇରେ ୧୬୭୪.୫୦ ଟଙ୍କା ପରିବର୍ତ୍ତେ ୧୬୧୬ ଟଙ୍କା, ଚେନ୍ନାଇରେ ୧୮୨୩.୫୦ ଟଙ୍କା ପରିବର୍ତ୍ତେ ୧୮୮୧ ଟଙ୍କା ଏବଂ ଦିଲ୍ଲୀରେ ସଂଶୋଧିତ ଖୁଚୁରା ବିକ୍ରୟ ମୂଲ୍ୟ ଏବେ ପ୍ରତି ସିଲିଣ୍ଡର ୧,୬୬୫ ଟଙ୍କା ରହିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories