www.samajalive.in
Sunday, December 14, 2025
19.1 C
Bhubaneswar

ଦୁର୍ଘଟଣାରେ ବାଇକ୍ ଆରୋହୀ ଓ ଷଣ୍ଢ ମୃତ

ଘସିପୁରା: ଷଣ୍ଢ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ଉଭୟ ବାଇକ୍ ଆରୋହୀ ଓ ଷଣ୍ଢର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆନନ୍ଦପୁର ଥାନା ଅନ୍ତର୍ଗତ ଶାଳଜଣୀ ଛକରେ ଆଜି ସନ୍ଧ୍ୟା ସମୟରେ ଗୋଟିଏ ଷଣ୍ଢ ସହ ବାଇକ ଧକ୍କା ହୋଇଥିଲା। ଏଥିରେ ଷଣ୍ଢ ଓ ବାଇକ୍ ଆରୋହୀ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡିଛି। ସ୍ଥାନୀୟ ଲୋକମାନଙ୍କ ସହଯୋଗରେ ୧୦୮ରେ ବାଇକ୍ ଆରୋହୀଙ୍କୁ ଆନନ୍ଦପୁର ଚିକିତ୍ସାଳୟକୁ ଆଣିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହେଲେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଆନନ୍ଦପୁର ପୁଲିସ ଅନୁସନ୍ଧାନ କରୁଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories