www.samajalive.in
Saturday, December 6, 2025
15.1 C
Bhubaneswar

ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା କ୍ରୋଧ ଶାନ୍ତ, ଚିନ୍ତା ଦୂର ହୋଇଥାଏ

ଶାସ୍ତ୍ରରେ ଗାୟତ୍ରୀ ମନ୍ତ୍ରକୁ ଖୁବ ଶକ୍ତିଶାଳୀ ବୋଲି ବର୍ଣ୍ଣନା କରାଯାଇଛି। ଶିକ୍ଷାରେ ସଫଳତା ଓ ସ୍ମରଣଶକ୍ତିରେ ବିଦ୍ୟାର୍ଥୀଙ୍କ ପାଇଁ ଏହାକୁ ମହାମନ୍ତ୍ର ମଧ୍ୟ କୁହାଯାଏ।
ଗାୟତ୍ରୀ ମନ୍ତ୍ର :
ଓଁ ଭୂର୍ଭୁବଃ ସ୍ୱଃ
ତସ୍ତବିତୁର୍ବରେଣ୍ୟଂ
ଭର୍ଗୋ ଦେବସ୍ୟଃ ଧୀମହି
ଧୀୟୋ ୟୋ ନଃ ପ୍ରଚୋଦୟାତ
ଗାୟତ୍ରୀ ମନ୍ତ୍ରର ଅର୍ଥ
ଭଗବାନ ସୂର୍ଯ୍ୟଙ୍କର ସ୍ତୁତିରେ ଗାୟନ କରାଯାଉଥିବା ଏହି ମନ୍ତ୍ରର ଅର୍ଥ ହେଉଛି ପ୍ରାଣସ୍ୱରୂପ, ଦୁଃଖନାଶକ, ସୁଖସ୍ୱରୂପ, ଶ୍ରେଷ୍ଠ ତେଜସ୍ୱୀ, ପାପନାଶକ, ଦେବସ୍ୱରୂପ ପରମାତ୍ମାଙ୍କୁ ଆମେ ଅନ୍ତଃ କରଣରେ ଧାରଣ କରିବା, ସେହି ପରମାତ୍ମା ଆମର ବୁଦ୍ଧିକୁ ସତ୍ୟ ମାର୍ଗରେ ପ୍ରେରିତ କରନ୍ତୁ।

ଗାୟନ୍ତ୍ରୀଙ୍କ ମନ୍ତ୍ରରେ ୨୪ ଟି ଅକ୍ଷର ମିଶି ଏହା ହୋଇଛି। କୁହାଯାଏ ଏହି ୨୪ ଅକ୍ଷରରେ ଚବିଶ ଅବତାର, ୨୪ ଋଷି, ୨୪ ଶକ୍ତି, ୨୪ ଭକ୍ତି, ୨୪ ସିଦ୍ଧି ଆଦି ରହିଛି। ଏହାକୁ ଗାନ କରିବା ଦ୍ୱାରା ଜୀବନରେ ଥିବା ସମସ୍ତ ବାଧା ଦୂର ହୋଇଥାଏ।

- Advertisement -

ଗାୟତ୍ରୀ ମନ୍ତ୍ର ଜପ କରିବାର ଲାଭ..

ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା କ୍ରୋଧ ଶାନ୍ତ ହୋଇଥାଏ। ଚିନ୍ତା ଦୂର ହୋଇଥାଏ। ବିିଭିନ୍ନ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାତକରେ ସୂର‌୍ୟ୍ୟଙ୍କ ଶକ୍ତି ଖୁବ ଭଲ ରହିଥାଏ। କାର‌୍ୟ୍ୟକ୍ଷେତ୍ରରେ ସଫଳତା ମିଳିଥାଏ। ମାନସମ୍ମାନ ବୃଦ୍ଧି ହୋଇଥାଏ। ନକରାତ୍ମକ ଶକ୍ତି ଦୂର ହୋଇଥାଏ। ରୋଗରୁ ମୁକ୍ତି ମିଳିଥାଏ। ଏକାଗ୍ରତା ବୃଦ୍ଧି ହୋଇଥାଏ। ଜୀବନରେ ଥିବା ଅନେକ ସମସ୍ୟାର ସମାଧାନ ହୋଇଥାଏ।

ଏହି ରାଶିମାନେ ମା’ଲକ୍ଷ୍ମୀଙ୍କ କୃପାରୁ ନିଶ୍ଚୟ ହୁଅନ୍ତି କୋଟିପତି, ହଠାତ୍‌ ବଦଳେ ଏମାନଙ୍କ ଭାଗ୍ୟ, ଧନ ମାମଲାରେ ଏମାନେ ବେଶ ଭାଗ୍ୟଶାଳୀ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories