ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା କ୍ରୋଧ ଶାନ୍ତ, ଚିନ୍ତା ଦୂର ହୋଇଥାଏ

ଶାସ୍ତ୍ରରେ ଗାୟତ୍ରୀ ମନ୍ତ୍ରକୁ ଖୁବ ଶକ୍ତିଶାଳୀ ବୋଲି ବର୍ଣ୍ଣନା କରାଯାଇଛି। ଶିକ୍ଷାରେ ସଫଳତା ଓ ସ୍ମରଣଶକ୍ତିରେ ବିଦ୍ୟାର୍ଥୀଙ୍କ ପାଇଁ ଏହାକୁ ମହାମନ୍ତ୍ର ମଧ୍ୟ କୁହାଯାଏ। ଗାୟତ୍ରୀ ମନ୍ତ୍ର : ଓଁ ଭୂର୍ଭୁବଃ ସ୍ୱଃ ତସ୍ତବିତୁର୍ବରେଣ୍ୟଂ ଭର୍ଗୋ ଦେବସ୍ୟଃ ଧୀମହି ଧୀୟୋ ୟୋ ନଃ ପ୍ରଚୋଦୟାତ ଗାୟତ୍ରୀ ମନ୍ତ୍ରର ଅର୍ଥ ଭଗବାନ ସୂର୍ଯ୍ୟଙ୍କର ସ୍ତୁତିରେ ଗାୟନ କରାଯାଉଥିବା ଏହି ମନ୍ତ୍ରର ଅର୍ଥ ହେଉଛି ପ୍ରାଣସ୍ୱରୂପ, ଦୁଃଖନାଶକ, ସୁଖସ୍ୱରୂପ, ଶ୍ରେଷ୍ଠ ତେଜସ୍ୱୀ, ପାପନାଶକ, ଦେବସ୍ୱରୂପ ପରମାତ୍ମାଙ୍କୁ ଆମେ ଅନ୍ତଃ କରଣରେ … Continue reading ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା କ୍ରୋଧ ଶାନ୍ତ, ଚିନ୍ତା ଦୂର ହୋଇଥାଏ