www.samajalive.in
Sunday, December 14, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଫଟୋ ହଟାଇବା ପ୍ରସଙ୍ଗ – ନିର୍ବାଚନ କମିଶନଙ୍କୁ ଭେଟିଲା କଂଗ୍ରେସ

ଡେସ୍କ: ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ବିଭ୍ରାନ୍ତିକର ଓ ବିଭାଜନକାରୀ ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରି କଂଗ୍ରେସର ଏକ ପ୍ରତିନିଧି ଦଳ ଆଜି ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି। ବୈଠକ ପରେ ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦ କହିଛନ୍ତି ଯେ ତାଙ୍କ ଦଳ ଆନ୍ଧ୍ରପ୍ରଦେଶରେ ସରକାରୀ ଯୋଜନାର ବିଜ୍ଞାପନରୁ ମୁଖ୍ୟମନ୍ତ୍ରୀଙ୍କ ଫଟୋ ହଟାଇବା ପ୍ରସଙ୍ଗ ଉଠାଇଛି। ମିଥ୍ୟା ଓ ବିଭ୍ରାନ୍ତିକର ଖବରର ମୁକାବିଲା ପାଇଁ ଟେକ୍ନୋଲୋଜିର ବ୍ୟବହାର କରିବାକୁ କଂଗ୍ରେସ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories