ମୁଖ୍ୟମନ୍ତ୍ରୀଙ୍କ ଫଟୋ ହଟାଇବା ପ୍ରସଙ୍ଗ – ନିର୍ବାଚନ କମିଶନଙ୍କୁ ଭେଟିଲା କଂଗ୍ରେସ

ଡେସ୍କ: ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ବିଭ୍ରାନ୍ତିକର ଓ ବିଭାଜନକାରୀ ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରି କଂଗ୍ରେସର ଏକ ପ୍ରତିନିଧି ଦଳ ଆଜି ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି। ବୈଠକ ପରେ ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦ କହିଛନ୍ତି ଯେ ତାଙ୍କ ଦଳ ଆନ୍ଧ୍ରପ୍ରଦେଶରେ ସରକାରୀ ଯୋଜନାର ବିଜ୍ଞାପନରୁ ମୁଖ୍ୟମନ୍ତ୍ରୀଙ୍କ ଫଟୋ ହଟାଇବା ପ୍ରସଙ୍ଗ ଉଠାଇଛି। ମିଥ୍ୟା ଓ ବିଭ୍ରାନ୍ତିକର ଖବରର ମୁକାବିଲା ପାଇଁ ଟେକ୍ନୋଲୋଜିର ବ୍ୟବହାର କରିବାକୁ କଂଗ୍ରେସ ନିର୍ବାଚନ … Continue reading ମୁଖ୍ୟମନ୍ତ୍ରୀଙ୍କ ଫଟୋ ହଟାଇବା ପ୍ରସଙ୍ଗ – ନିର୍ବାଚନ କମିଶନଙ୍କୁ ଭେଟିଲା କଂଗ୍ରେସ