www.samajalive.in
Monday, December 15, 2025
26.1 C
Bhubaneswar

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡିଜଙ୍କ ପରଲୋକ

ନୂଆଦିଲ୍ଲୀ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡିଜଙ୍କ ପରଲୋକ ହୋଇଯାଇଛି। ୮୮ବର୍ଷ ବୟସରେ ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ପ୍ରତିରକ୍ଷା, ରେଲବାଇ ଓ ଶିଳ୍ପ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଜର୍ଜ ଫର୍ଣ୍ଣାଣ୍ଡିଜ୍ ଲୋକସଭାକୁ ୯ଥର ନିର୍ବାଚିତ ହୋଇଥିଲେ। ତାଙ୍କ ପ୍ରତିରକ୍ଷା ମନ୍ତ୍ରୀ ଥିବା ବେଳେ ପୋଖରାନ ପରୀକ୍ଷଣ ହୋଇଥିଲା।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡିଜଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories