www.samajalive.in
Thursday, December 11, 2025
15.1 C
Bhubaneswar

କୂଅରେ ପଡି ନାବାଳିକା ମୃତ

ଘସିପୁରା : କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଓସ୍ତପୁରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଦେବେନ୍ଦ୍ର ନାଏକଙ୍କ ଝିଅ ସୁନିତା ନାଏକ(୧୧) କୂଅରୁ ପାଣି କାଢୁଥିବା ସମୟରେ କୂଅରେ ପଡିଯାଇଥିଲେ। ପରେ ପରିବାର ଲୋକ ଉଦ୍ଧାରକରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ଚିକିତ୍ସାଳୟରେ ଡାକ୍ତର ସୁନିତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଘସିପୁରା ପୁଲିସ ଶବ ଜବତ କରି ଶବବ୍ୟବଛେଦ ପାଇଁ ପଠାଇଥିଲା। ସନ୍ଧ୍ୟା ହୋଇଥିବାରୁ ଶବବ୍ୟବଛେଦ ହୋଇପାରିନଥିବା ସୂଚନା ମିଳିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories