ହାରିଗଲେ ସୌମ୍ୟ, ବାଜି ମାରିଲେ ବଦ୍ରି
ଭୁବନେଶ୍ଵର: ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମସ୍ତ ୨୨ ରାଉଣ୍ଡ ଗଣତି ଶେଷ ହୋଇଛି। ଏହି ଆସନରୁ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ବିଜୟ ହାସଲ କରିଛନ୍ତି। ନିକଟତମ ପ୍ରତିଦ୍ଵନ୍ଦ୍ଵୀ ସ୍ଵାଧୀନ ପ୍ରାର୍ଥୀ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ୧୩୭୫୧ ଭୋଟ୍ରେ ପରାସ୍ତ କରି ଘଷିପୁରା ଆସନ ଆତେଇଛନ୍ତି ବଦ୍ରି ପାତ୍ର। ଉଭୟଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ଭୁବନେଶ୍ବର ମଧ୍ୟ ଆସନ ହାତେଇଲେ ଅନନ୍ତ
Copy and paste this URL into your WordPress site to embed
Copy and paste this code into your site to embed