www.samajalive.in
Saturday, December 6, 2025
19.1 C
Bhubaneswar

ନିର୍ମାଣଧୀନ ନାଳର ପାଚେରୀ ଭାଙ୍ଗି ୩ ଶ୍ରମିକଙ୍କ ମୃତ୍ୟୁ

ଗାଜିଆବାଦ : ଗାଜିଆବାଦର ବିଜୟନଗରର ମିର୍ଜାପୁର ଅଞ୍ଚଳରେ ଏକ ନିର୍ମାଣଧୀନ ନାଳର ପାଚେରୀ ଭାଙ୍ଗି ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନେଇ ଆଜି ଖବର ମିଳିଛି। ସେଠାରେ ୫ ଜଣ ଶ୍ରମିକ କାମ କରୁଥିବା ବେଳେ ପାଚେରୀ ଭାଙ୍ଗି ଏହା ତଳେ ଦବି ଯାଇ ଉକ୍ତ ୩ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଖବର ପାଇବା ମାତ୍ରେ ପୁଲିସ ଓ ଦମକଳ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories