www.samajalive.in
Monday, December 8, 2025
13.1 C
Bhubaneswar

ଭିଡିଓରେ ଦେଖନ୍ତୁ ; ଦିନ ଦ୍ୱିପ୍ରହରରେ କେମିତି ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍‌..

ଲକ୍ଷ୍ନୌ : ଉତ୍ତରପ୍ରଦେଶର ଗାଜିଆବାଦରୁ ଆଶ୍ଚର୍ଯ୍ୟ କରିବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳାଙ୍କ ଠାରୁ ଦିନ ଦ୍ୱିପ୍ରହରରେ ଦୁର୍ବୃତ୍ତ ସୁନାଚେନ୍‌ ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ସମ୍ପୂର୍ଣ୍ଣ ଘଟଣାଟି ସିସିଟିଭିରେ କଏଦ ହୋଇଥିବା ବେଳେ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି।
ଭିଡିଓରେ ଦେଖିପାରିବେ ଯୁବକ ଫାଟକ ସାମ୍ନାରେ ଜଣେ ମହିଳାଙ୍କ ସହ କଥାବାର୍ତ୍ତା କରୁଛନ୍ତି। ସେହି ସମୟରେ ହଠାତ୍‌ ଯୁବକ ଜଣକ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ଫେରାର ହେଉଛନ୍ତି।


ଚେନ୍‌ ଝାମ୍ପିବା ମାତ୍ରେ ମହିଳା ଜଣକ ଯୁବକଙ୍କ ପଛେ ପଛେ ଦୌଡୁଛନ୍ତି । ମାତ୍ର ଯୁବକ ଜଣକ ପୂର୍ବରୁ ଅପେକ୍ଷା କରିଥିବା ଅନ୍ୟ ଜଣେ ଯୁବକଙ୍କ ସହ ସ୍କୁଟିରେ ବସି ଫେରାର ହୋଇଯାଉଛନ୍ତି ।
ଏହି ଘଟଣା ଗାଜିଆବାଦରେ ସ୍ପଷ୍ଟ ଦିବାଲୋକରେ ଘଟିଥିବାରୁ ପୁଲିସ ଓ ପ୍ରଶାସନର ଚିନ୍ତା ବଢାଇ ଦେଇଛି।

ଅକ୍ଟୋବର ମାସର ଭାଗ୍ୟଶାଳୀ ରାଶି ; ମା’ଲକ୍ଷ୍ମୀ ଚମକାଇବେ ଏମାନଙ୍କ ଭାଗ୍ୟ, ମିଳିବ ଧନ, ହେବ ବିବାହ..

- Advertisement -

ଦେଖନ୍ତୁ ଭିଡିଓ ; ବିଲେଇ-ସାପର ଲଢେଇ, କିଏ ଜିତିଲା..

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories