ଭିଡିଓରେ ଦେଖନ୍ତୁ ; ଦିନ ଦ୍ୱିପ୍ରହରରେ କେମିତି ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍‌..

ଲକ୍ଷ୍ନୌ : ଉତ୍ତରପ୍ରଦେଶର ଗାଜିଆବାଦରୁ ଆଶ୍ଚର୍ଯ୍ୟ କରିବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳାଙ୍କ ଠାରୁ ଦିନ ଦ୍ୱିପ୍ରହରରେ ଦୁର୍ବୃତ୍ତ ସୁନାଚେନ୍‌ ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ସମ୍ପୂର୍ଣ୍ଣ ଘଟଣାଟି ସିସିଟିଭିରେ କଏଦ ହୋଇଥିବା ବେଳେ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି। ଭିଡିଓରେ ଦେଖିପାରିବେ ଯୁବକ ଫାଟକ ସାମ୍ନାରେ ଜଣେ ମହିଳାଙ୍କ ସହ କଥାବାର୍ତ୍ତା କରୁଛନ୍ତି। ସେହି ସମୟରେ … Continue reading ଭିଡିଓରେ ଦେଖନ୍ତୁ ; ଦିନ ଦ୍ୱିପ୍ରହରରେ କେମିତି ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍‌..