ଦେଖନ୍ତୁ ଭିଡିଓ; ରାସ୍ତାରେ ଗାଡି ଯାତାୟତ ବେଳେ ହଠାତ୍‌ ଆସିଗଲା ବିଶାଳକାୟ ଅଜଗର..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଏଭଳି ଭିଡିଓ ଭାଇରାଲ୍‌ ହୋଇଥାଏ, ଯାହା ସଭିଁଙ୍କ ଧ୍ୟାନକୁ ନିଜ ଆଡକୁ ଆକର୍ଷିତ କରିଥାଏ । ଏହାସହ ସଭିଁଙ୍କୁ ଆଶ୍ଚର୍ଯ୍ୟଚକିତ କରିବା ସହ ଦ୍ରୁତ ଗତିରେ ଭାଇରାଲ୍‌ ହୋଇଥାଏ । ଭିଡିଓରେ ଏକ ବିରାଟକାୟ ଅଜଗର ସାପ ରାସ୍ତା ଅତିକ୍ରମ କରୁଥିବା ଦେଖାଯାଉଛି । ଭିଡିଓଟି ଡେରାଡୁନ୍‌ର ବୋଲି ଜଣାପଡିଛି । ଭିଡିଓଟିକୁ ଦେଖି ଲୋକେ ଭୟଭୀତ ମଧ୍ୟ ହୋଇଛନ୍ତି । ଭାଇରାଲ୍‌ ହେଉଥିବା ଏହି ଭିଡିଓରେ ଦେଖିପାରିବେ, … Continue reading ଦେଖନ୍ତୁ ଭିଡିଓ; ରାସ୍ତାରେ ଗାଡି ଯାତାୟତ ବେଳେ ହଠାତ୍‌ ଆସିଗଲା ବିଶାଳକାୟ ଅଜଗର..