ଭିଡିଓରେ ଦେଖନ୍ତୁ; କେମିତି ଜଙ୍ଗଲର ରାଜାକୁ ଧୂଳି ଚଟାଇଲା ଜିରାଫ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଜୀବଜନ୍ତୁଙ୍କ ଭିଡିଓ ସାମ୍ନାକୁ ଆସିଥାଏ । କିଛି ଭିଡିଓ ଆଶ୍ଚର୍ଯ୍ୟଚକିତ କରିଥାଏ । କିଛି ଭିଡିଓକୁ ଦେଖିଲେ ସହଜରେ ବିଶ୍ୱାସ କରି ହୁଏ ନାହିଁ । ଭିଡିଓକୁ ଦେଖି ଆପଣଙ୍କ ହୋସ୍‌ ମଧ୍ୟ ଉଡିଯିବ । ନିକଟରେ ଏଭଳି ହିଁ ଏକ ଭିଡିଓ ଖୁବ୍‌ ଭାଇରାଲ୍‌ ହେଉଛି । ଆଫ୍ରିକାର ଏକ ଜଙ୍ଗଲର ଚକିତ କରିବା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ଦେଖି ପାରିବେ … Continue reading ଭିଡିଓରେ ଦେଖନ୍ତୁ; କେମିତି ଜଙ୍ଗଲର ରାଜାକୁ ଧୂଳି ଚଟାଇଲା ଜିରାଫ..